Romans 7:6 — Compare Translations
7 translations compared side by side
Odia - 1840
"ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦ୍ଦ୍ଵାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଆମେମାନେ ବ୍ୟବସ୍ଥାର କର୍ତ୍ତୃତ୍ୱରୁ ମୁକ୍ତି ପାଉଛୁ, କାରଣ ଯାହା ଦିନେ ଆମକୁ ବନ୍ଦୀ କରି ରଖିଥିଲା, ସେଥିପ୍ରତି ଆମେ ଏବେ ମୃତ। ଆମେ ଆଉ ପୂର୍ବପରି ଲିଖିତ ବ୍ୟବସ୍ଥାର ସେବା କରୁ ନାହୁଁ, ପବିତ୍ରଆତ୍ମା ପ୍ରଦର୍ଶିତ ପଥରେ ବର୍ତ୍ତମାନ ଆମେ ଚାଲିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତର ବ୍ୟବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ୟକ୍ତିତ୍ୱ ଏବେ ମରି ଯାଇଛି ଓ ଆମ୍ଭେ ବ୍ୟବସ୍ଥାରୁ ମୁକ୍ତ ହୋଇ ସାରିଛୁ। ଅତଏବ ଆମ୍ଭେ ପ୍ରାଚୀନ ପଦ୍ଧତି ଲିଖିତ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସେବା କରୁ ନାହୁଁ। ଆମ୍ଭେ ପରମେଶ୍ୱରଙ୍କ ନୂତନ ପଦ୍ଧତିରେ ଆତ୍ମାରେ ସେବା କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେପରି ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ବର୍ତ୍ତମାନ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାରେ ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಕಶೆ ತರ್ ಹೊಯ್ನಾ, ಅಮಿ ಖಾಯ್ಧ್ಯಾತ್ನಾ ಸ್ವತಂತ್ರ್, ಹಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್ ಅಮ್ಕಾ ಅದ್ದಿ ಧರುನ್ ಅಪ್ನಾಚ್ಯಾ ಬಂಧಿಖಾನ್ಯಾತ್ ಥವಲ್ಲ್ಯಾ ಖಾಯ್ದ್ಯಾಕ್ ಅಮಿ ಮರ್ಲಾಂವ್, ತೆಚೆಸಾಟ್ನಿ ಅನಿ ಫಿಡೆ ಅಮಿ ಲಿವಲ್ಲ್ಯಾ ಖಾಯ್ಧ್ಯಾಚ್ಯಾ ಪರ್ಕಾರ್ ನ್ಹಯ್, ಪವಿತ್ರ್ ಆತ್ಮ್ಯಾಚ್ಯಾ ನ್ಹವ್ಯಾ ವಾಟೆಚ್ಯಾ ಪರ್ಕಾರ್ ದೆವಾಚಿ ಸೆವಾ ಕರ್ತಾಂವ್.