Romans 7:8 — Compare Translations

7 translations compared side by side

Odia - 1840
"ଏହି ଆଦେଶ ଅନୁସାରେ ମାେ ଭିତ ରେ ସମସ୍ତ ପ୍ରକାରର ଭୁଲ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହତେୁ ପାପ ମାେ ପାଖକୁ ଆସିଲା। କିନ୍ତୁ ବ୍ଯବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋʼଠାରେ ସବୁ ପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଉପରୋକ୍ତ ଆଜ୍ଞାର ସୁଯୋଗ ନେଇ ପାପ ମୋ’ ମନରେ ନାନା ପ୍ରକାର ସ୍ୱାର୍ଥପର ଅଭିଳାଷ ଜନ୍ମାଇଲା। ବ୍ୟବସ୍ଥା ବିନା ପାପ ନିଷ୍କ୍ରିୟ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆଦେଶ ଅନୁସାରେ ମୋ’ ଭିତରେ ସମସ୍ତ ପ୍ରକାରର ଭୁଲ୍ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହେତୁ ପାପ ମୋ’ ପାଖକୁ ଆସିଲା। କିନ୍ତୁ ବ୍ୟବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹ್ಯಾ ಖಾಯ್ದ್ಯಾಚ್ಯಾ ವೈನಾ ಪಾಪಾನ್ ಮಾಜ್ಯಾ ಭುತ್ತುರ್ ಸಗ್ಳ್ಯಾ ರಿತಿಚ್ಯಾ ಬುರ್ಶ್ಯಾ ಆಶಾ ಉಟಿ ಸರ್ಕೆ ಕರ್‍ಲ್ಯಾನ್. ಖಾಯ್ದೊಚ್ ನಸ್ಲ್ಯಾರ್, ಪಾಪ್ ಎಕ್ ಮರಲ್ಲೆ ವಿಶಯ್ ಹೊವ್ನ್ ರ್‍ಹಾಯ್ ಹೊತ್ತೊ.