Romans 7:9 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥା ଜାଣିବା ପୂର୍ବରୁ, ବ୍ଯବସ୍ଥା ବିନା ମୁଁ ଜୀବିତ ଥିଲା। କିନ୍ତୁ ଯେତବେେଳେ ବ୍ଯବସ୍ଥାର ଆଦେଶ ମାେ ପାଖକୁ ଆସିଲା, ସେତବେେଳେ ପାପ ଜୀବିତ ହେଲା ଓ ପାପ ହତେୁ ଆତ୍ମିକ ଭାବରେ ମୁଁ ମୃତ୍ଯୁ ବରଣ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଏକ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି ମୁଁ ମୃତ ହେଲି;
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ବ୍ୟବସ୍ଥା ନ ଜାଣି ମୁଁ ଜୀବିତ ଥିଲି; ବ୍ୟବସ୍ଥା ଜାଣିବା ପରେ ପାପ ପ୍ରବେଶ କଲା
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ଜାଣିବା ପୂର୍ବରୁ, ବ୍ୟବସ୍ଥା ବିନା ମୁଁ ଜୀବିତ ଥିଲି। କିନ୍ତୁ ଯେତେବେଳେ ବ୍ୟବସ୍ଥାର ଆଦେଶ ମୋ’ ପାଖକୁ ଆସିଲା, ସେତେବେଳେ ପାପ ଜୀବିତ ହେଲା ଓ ପାପ ହେତୁ ଆତ୍ମିକ ଭାବରେ ମୁଁ ମୃତ୍ୟୁ ବରଣ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଏକ ସମୟରେ ମୋଶାଙ୍କ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಎಳಾರ್ ಖಾಯ್ದೊ ಯೆಲ್ಲೊ ನಸಲ್ಲ್ಯಾ ತನ್ನಾ ಮಿಯಾ ಝಿತ್ತೊ ಹೊತ್ತೊ; ಜೆ ಕನ್ನಾ ಖಾಯ್ದೊ ಯೆಲೊ, ತನ್ನಾ ಮಾಜ್ಯಾ ಜಿವನಾತ್ ಪಾಪ್ ಚಿಗರ್ಲೊ.