Romans 8:1 — Compare Translations
7 translations compared side by side
Odia - 1840
"ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ତାଜ୍ଞା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମାରେ ଜୀବନ ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ಅಸಲ್ಲ್ಯಾಕ್ನಿ ಅತ್ತಾ ಚುಕಿದಾರ್ ಮನ್ತಲೊ ನಿರ್ನಯ್ ದಿವ್ಕ್ ಹೊಯ್ನಾ.