Romans 8:10 — Compare Translations
7 translations compared side by side
Odia - 1840
"0ପାପ ହତେୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହଇେ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି, ତା' ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ଧାର୍ମିକ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥାଆନ୍ତି, ତୁମ ଶରୀର ପାପରେ ବିନଷ୍ଟ ହେବାକୁ ଯାଉଥିଲେ ସୁଦ୍ଧା, ପବିତ୍ରଆତ୍ମା ତୁମକୁ ଜୀବନ ପ୍ରଦାନ କରିବେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମେ ଧାର୍ମିକ ବିବେଚିତ ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା’ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ತರ್ ಕ್ರಿಸ್ತ್ ತುಮ್ಚ್ಯಾ ಭುತ್ತುರ್ ರ್ಹಾತಾ ಜಾಲ್ಯಾರ್, ಆತ್ಮೊಚ್ ತುಮ್ಚೊ ಜಿವ್ ಮನುನ್ ಹೊಲೆ, ಕಶ್ಯಾಕ್ ಮಟ್ಲ್ಯಾರ್ ಪಾಪಾಕ್ ಲಾಗುನ್ ತುಮ್ಚಿ ಆಂಗಾ ಮರುನ್ ಜಾತ್ಯಾತ್ ಜಾಲ್ಯಾರ್ಬಿ ದೆವಾಚ್ಯಾ, ವಾಂಗ್ಡಾ ತುಮಿ ಖರ್ಯಾ ವಾಟೆನ್ ಚಲ್ತಲಿ ಮನುನ್ ತುಮ್ಕಾ ಥವ್ನ್ ಹೊಲ್ಲೆ ಹಾಯ್.