Romans 8:11 — Compare Translations

7 translations compared side by side

Odia - 1840
"ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ଆତ୍ମା ତୁମଠାରେ ବିଦ୍ୟମାନ, ତେବେ ସେହି ଆତ୍ମାଙ୍କ ସାହାଯ୍ୟରେ ଈଶ୍ୱର ତୁମ ମର ଶରୀରକୁ ମଧ୍ୟ ଜୀବନ୍ତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା’ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಮರ್‍ನಾತ್ನಾ ಝಿತ್ತೊ ಕರುನ್ ಉಟ್ವಲ್ಲೊ ದೆವಾಚೊ ಆತ್ಮೊ ತುಮ್ಚ್ಯಾ ಭುತ್ತುರ್ ರ್‍ಹಾತಾ ಹೊಯ್ ಜಾಲ್ಯಾರ್, ಕ್ರಿಸ್ತಾಕ್ ಝಿತ್ತೊ ಕರುನ್ ಉಟ್ಟಲ್ಲೊ ಹ್ಯೊ ಆತ್ಮೊ ತುಮ್ಚ್ಯಾ ಭುತ್ತುರ್ ವಸ್ತಿ ಕರುನ್ ಹೊತ್ತ್ಯಾ ತ್ಯಾ ಆತ್ಮ್ಯಾಚ್ಯಾ ಹಾಜರ್‍ಪಾನಾಚ್ಯಾ ವೈನಾ ತುಮ್ಚ್ಯಾ ನಾಸ್ ಹೊವ್ನ್ ಜಾತಲ್ಯಾ ಆಂಗಾಕ್ನಿಬಿ ತೊ ಜಿವ್ ದಿತಾ.