Romans 8:12 — Compare Translations
7 translations compared side by side
Odia - 1840
"ସୁତରାଂ, ମାେ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ ଶରୀର ଦ୍ବାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ବର ପାପପୂର୍ଣ ଶରୀରର ଇଚ୍ଛା ଅଧୀନ ରେ ନୋହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ ହେ ଭାଇମାନେ, ଆମ୍ଭମାନଙ୍କ କର୍ତ୍ତବ୍ୟ ହେଉଛି, ମାନବ ପ୍ରକୃତି ଅନୁଯାୟୀ ଜୀବନ ଯାପନ କରିବା ନାହିଁ, କାରଣ ତା’ କଲେ ତୁମେ ମରିବ;
Odia Bible ERV 2004 (ପବିତ୍ର ବାଇବଲ)
ସୁତରାଂ, ମୋ’ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ୍ଣ ଶରୀର ଦ୍ୱାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀରର ଇଚ୍ଛା ଅଧୀନରେ ନୋହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಮಾಜ್ಯಾ ಭಾವಾನು, ಅಮಿ ರುನಿ ಹೊವ್ನ್ ಹಾಂವ್, ಖರೆ ಅಮಿ ಅಮ್ಚ್ಯಾ ಮಾನುಸ್ಪಾನಾಚ್ಯಾ ಸ್ವಬಾವಾಚ್ಯಾ ಸರ್ಕೆ ಚಲ್ತಲೆ ನ್ಹಯ್.