Romans 8:13 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ପବିତ୍ରଆତ୍ମାଙ୍କ ସାହାଯ୍ୟରେ ନିଜ ପାପ ପ୍ରବୃତ୍ତିକୁ ବିନଷ୍ଟ କରି ଆଉ ପାପ କାର୍ଯ୍ୟ ନ କର, ତେବେ ତୁମେ ବଞ୍ଚିବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ତୁମ୍ଭ ପାପପୂର୍ଣ୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ୟବହାର କର, ତା’ହେଲେ ତୁମ୍ଭେମାନେ ଆତ୍ମିକ ରୂପରେ ମରିଯିବ। କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କୁ ଶରୀର ମାଧ୍ୟମରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ୟବହାର କର, ତା’ହେଲେ ତୁମ୍ଭେମାନେ ପ୍ରକୃତ ଜୀବନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತುಮಿ ತುಮ್ಚ್ಯಾ ಮಾನುಸ್ಪಾನಾಚ್ಯಾ ಸ್ವಬಾವಾಚ್ಯಾ ಸರ್ಕೆ ಚಲ್ಲ್ಯಾಸಿ ತರ್ ಕಶ್ಯಾಕ್, ತುಮಿ ಮರ್ತ್ಯಾಶಿ; ಖರೆ ಪವಿತ್ರ್ ಆತ್ಮ್ಯಾಚ್ಯಾ ವೈನಾ ತುಮಿ ತುಮ್ಚ್ಯಾ ಪಾಪಾಚ್ಯಾ ಕಾಮಾಕ್ನಿ ಮರುಕ್ ಸೊಡ್ಲ್ಯಾಶಿ ತರ್, ತುಮಿ ಝಿತ್ತೆ ರ್ಹಾತ್ಯಾಶಿ.