Romans 8:14 — Compare Translations

7 translations compared side by side

Odia - 1840
"ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେତେ ଲୋକ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଚାଳିତ ହୁଅନ୍ତି, ସେମାନେ ଈଶ୍ଵରଙ୍କ ସନ୍ତାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଈଶ୍ୱରଙ୍କ ଆତ୍ମା ଦ୍ୱାରା ପରିଚାଳିତ, ସେମାନେ ଈଶ୍ୱରଙ୍କ ସନ୍ତାନ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ନିଜ ଜୀବନରେ ପରମେଶ୍ୱରଙ୍କର ଆତ୍ମାକୁ ନେତୃତ୍ୱ ଦିଅନ୍ତି ସେମାନେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେତେ ଲୋକ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ୱରଙ୍କ ସନ୍ତାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ ದೆವಾಚೊ ಆತ್ಮೊ ಚಾಲ್ವುನ್ ನ್ಹೆತಾ. ತೆನಿ ದೆವಾಚಿ ಪೊರಾ.