Romans 8:15 — Compare Translations

7 translations compared side by side

Odia - 1840
"ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ଵର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ଵର ଆତ୍ମା ପାଇଅଛ; ତଦ୍ଦ୍ଵାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱରପ୍ରଦତ୍ତ ସେହି ଆତ୍ମା ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଛନ୍ତି, ତୁମେ ଆଉ ଭୟ କରିବାର କାରଣ ନାହିଁ। ବରଂ ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସନ୍ତାନ ହେବାର ସୁଯୋଗ ଦେଇଛନ୍ତି। ତାଙ୍କ ଶକ୍ତି ଅନୁଭବ କରି ଆମେ ଏବେ ଈଶ୍ୱରଙ୍କୁ “ପିତା” ବୋଲି ସମ୍ବୋଧନ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಜೊ ಆತ್ಮೊ ದೆವಾನ್ ತುಮ್ಕಾ ದಿಲ್ಯಾನಾಯ್ ತೊ ತುಮ್ಕಾ ಗುಲಾಮ್ ಕರುಕ್ ನಾಹೊಲ್ಯಾರ್ ಭಿಂವ್ಕ್ ಕಾರನ್ ಹೊಯ್ನಾ; ಹೆಚ್ಯಾ ಬದ್ಲಾಕ್, ತೊ ಆತ್ಮೊ ತುಮ್ಕಾ ದೆವಾಚಿ ಪೊರಾ ಕರ್‍ತಾ, ಅನಿ ತ್ಯಾಚ್ ಪವಿತ್ರ್ ಆತ್ಮ್ಯಾಚ್ಯಾ ಬಳಾನ್, ಅಮಿ ದೆವಾಕ್ “ಬಾಬಾ! ಮಾಜ್ಯಾ ಬಾಬಾ!” ಮನುನ್ ಬಲ್ವುತಾಂವ್.