Romans 8:16 — Compare Translations

7 translations compared side by side

Odia - 1840
"ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ଵୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଆତ୍ମା ଆମ ଅନ୍ତରାତ୍ମା ସହିତ ସ୍ୱର ମିଳାଇ ଆମକୁ ଈଶ୍ୱରଙ୍କ ସନ୍ତାନ ବୋଲି ଘୋଷଣା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ಆತ್ಮೊ ಅಮ್ಚ್ಯಾ ಅತ್ಮ್ಯಾಂಚ್ಯಾ ವಾಂಗ್ಡಾ ಮಿಳ್ತಾ ಅನಿ ಅಮಿ ದೆವಾಚಿ ಪೊರಾಚ್ ಮನುನ್ ಸಾಕ್ಷಿ ದಿತಾ.