Romans 8:17 — Compare Translations

7 translations compared side by side

Odia - 1840
"ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ଵିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ଵରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ-ଉତ୍ତରାଧିକାରୀ ଅଟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା’ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತೆಚಿ ಪೊರಾ ಹೊಯ್ ಹೊಲ್ಯಾರ್, ತೆನಿ ಅಪ್ನಾಚ್ಯಾ ಲೊಕಾಕ್ನಿ ಮನುನ್ ಥವಲ್ಲ್ಯಾ ಆಶಿರ್ವಾದಾಚ್ಯಾ ಆಸ್ತಿಚೆ ವಾರಿಸ್ದಾರಿಬಿ ಹೊತಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್ ಅಮಿ ಕ್ರಿಸ್ತಾಚ್ಯಾ ಕಸ್ಟಾತ್ನಿ ಭಾಗ್ ಘೆಟ್ಲಾಂವ್ ತರ್ ತೆಚ್ಯಾ ಮಹಿಮೆತ್‍ಬಿ ಭಾಗ್ ಘೆತಾಂವ್.