Romans 8:19 — Compare Translations

7 translations compared side by side

Odia - 1840
"ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସୃଷ୍ଟିର ଏକା; ଆକାଂକ୍ଷା ଈଶ୍ଵରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମଗ୍ର ସୃଷ୍ଟି ଆଗ୍ରହ ସହିତ ସେହି ଦିନର ଅପେକ୍ଷାରେ ରହିଛି,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಪೊರಾಂಚಿ ಮಹಿಮಾ ದೆವ್ ಕನ್ನಾ ದಾಕ್ವುನ್ ದಿತಾ ಮನುನ್ ಬಗುಕ್ ಸಗ್ಳಿ ಸೃಸ್ಟಿ ಉಮ್ಮೆದಿನ್ ವಾಟ್ ಬಗುನ್ಗೆತ್ ಹಾಯ್.