Romans 8:2 — Compare Translations
7 translations compared side by side
Odia - 1840
"ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜୀବନଦାୟକ ଆତ୍ମାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛିମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରଆତ୍ମା ଯେଉଁ ବ୍ୟବସ୍ଥା ଦ୍ୱାରା ଆମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରି ଜୀବନ ଦେଇଛନ୍ତି, ତଦ୍ଦ୍ୱାରା ଆମେ ପାପ ଓ ମୃତ୍ୟୁର ବ୍ୟବସ୍ଥାରୁ ମୁକ୍ତ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಜೆಜು ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ರ್ಹಾವ್ನ್ ಅಮ್ಕಾ ಜಿವ್ ದಿತಲ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ಖಾಯ್ದ್ಯಾನ್, ಪಾಪಾಚ್ಯಾ ಅನಿ ಮರ್ನಾಚ್ಯಾ ಖಾಯ್ದ್ಯಾತ್ನಾ ಮಾಕಾ ಸ್ವತಂತ್ರ್ ಕರ್ಲ್ಯಾನ್.