Romans 8:21 — Compare Translations
7 translations compared side by side
Odia - 1840
"ଯେପରି ପରମେଶ୍ବର ସୃଷ୍ଟି କରିଥିବା ପ୍ରେତ୍ୟକକ ବସ୍ତୁ ବିନାଶରୁ ମୁକ୍ତ ହବେ। ଏହି ଭରସା ଥିଲା ଯେ ପରମେଶ୍ବରଙ୍କ ସନ୍ତାନମାନଙ୍କ ପାଇଁ ଯାହା କିଛି ନିର୍ମିତ ହାଇେଛି ସଗେୁଡିକ ସହେି ସ୍ବାଛନ୍ଦ ଓ ମହିମାର ଭାଗୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ଵରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ଵନ୍ଧୀୟ ସ୍ଵାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ଵରୁ ମୁକ୍ତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବର ଭାଗୀ ହୋଇ ସେ ମଧ୍ୟ ତା’ର କ୍ଷୟମାଣ ଅବସ୍ଥାରୁ ମୁକ୍ତିଲାଭ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಿ ನಾಸಾಚ್ಯಾ ಗುಲಾಮಗಿರಿತ್ನಾ ಸುಟ್ತಾ ಅನಿ ದೆವಾಚ್ಯಾ ಪೊರಾಂಚ್ಯಾ ಮಹಿಮೆನ್ ಭರಲ್ಲ್ಯಾ ಸ್ವತಂತ್ರ್ ಪಾನಾತ್ ಮಿಯಾ ವಾಟೊ ಘೆತಾ ಮನುನ್ ತಿ ರಚ್ನಾ ಬರೊಸೊ ಥವ್ನ್ ಘೆವ್ನ್ ಹಾಯ್.