Romans 8:22 — Compare Translations
7 translations compared side by side
Odia - 1840
"ଆମ୍ଭେ ଯାଣୁ ଯେ ପରମେଶ୍ବରଙ୍କ ନିର୍ମିତ ପ୍ରେତ୍ୟକକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦବୋ ପ୍ରସବ ବଦନୋ ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏ ପର୍ଯ୍ୟନ୍ତ ସମଗ୍ର ସୃଷ୍ଟି ପ୍ରସବ ବେଦନା ତୁଲ୍ୟ ଯନ୍ତ୍ରଣା ଅନୁଭବ କରି ଆର୍ତ୍ତନାଦ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಬಾನತ್ಪಾನಾಚ್ಯಾ ಅದ್ದಿ ಯೆತಲ್ಯಾ ಯೆನಾಂಚ್ಯಾ ಸರ್ಕೆ ಸಗ್ಳಿ ರಚ್ನಾ ಅಪ್ನಾಚ್ಯಾ ಹರಿ ಎಕ್ ರಚ್ನೆಚ್ಯಾ ವಾಂಗ್ಡಾ ಅಜುನ್ ಪತರ್ ತರಾಸಾಚೆ ಉಸ್ಕಾರೆ ಸೊಡುನ್ಗೆತ್ ಹಾಯ್. ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.