Romans 8:24 — Compare Translations
7 translations compared side by side
Odia - 1840
"ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଭରସା ରଖିବା ଦ୍ୱାରା ହିଁ ଆମ୍ଭେମାନେ ମୁକ୍ତି ପାଇଥାଉ। କିନ୍ତୁ ଯାହା ଦୃଶ୍ୟମାନ, ତାହା ପାଇଁ ଭରସା ରଖିବା ପ୍ରକୃତ ଭରସା ନୁହେଁ। କିଏ କଅଣ ଦୃଶ୍ୟମାନ ବିଷୟ ସବୁ ପାଇଁ ଭରସା କରେ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା’ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
Odia IRV 2017 (ଓଡିଆ ବାଇବେଲ)
କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾ ಬರೊಸ್ಯಾಚ್ಯಾ ವೈನಾಚ್ ಅಮ್ಕಾ ಸುಟ್ಕಾ ಗಾವ್ತಾ; ಖರೆ ಅಮಿ ಬರೊಸೊ ಥವ್ನ್ ಹೊತ್ತೆ ಅಮ್ಚ್ಯಾ ಡೊಳ್ಯಾಕ್ನಿ ದಿಸುಕ್ ಲಾಗ್ಲಾ ಹೊಲ್ಯಾರ್ ತೊ ಬರೊಸೊ ನ್ಹಯ್ ಕಶ್ಯಾಕ್ ಮಟ್ಲ್ಯಾರ್