Romans 8:25 — Compare Translations

7 translations compared side by side

Odia - 1840
"କିନ୍ତୁ ଯାହା ଆମ୍ଭ ପାଖ ରେ ଏବେ ସୁଦ୍ଧା ନାହିଁ ତା ପାଇଁ ଆମ୍ଭେ ଭରସା ରେ ଅଛୁ। ଆମ୍ଭେ ଏହା ପାଇଁ ଧେ ୗର୍ୟପୁର୍ବକ ଅପେକ୍ଷା କରି ରହିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଯଦି ଅଦୃଶ୍ୟ ବିଷୟ ପାଇଁ ଭରସା କରୁ, ତେବେ ଆମକୁ ଧୈର୍ଯ୍ୟ ସହକାରେ ଅପେକ୍ଷା କରିବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାହା ଆମ୍ଭ ପାଖରେ ଏବେ ସୁଦ୍ଧା ନାହିଁ ତା’ ପାଇଁ ଆମ୍ଭେ ଭରସାରେ ଅଛୁ। ଆମ୍ଭେ ଏହା ପାଇଁ ଧୈର୍ଯ୍ୟପୁର୍ବକ ଅପେକ୍ଷା କରି ରହିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಡೊಳ್ಯಾನಿ ದಿಸ್ತಲ್ಯಾ ವರ್‍ತಿ ನ್ಹಯ್, ಅಮಿ ದಿಸಿನಸಲ್ಲ್ಯಾಚ್ಯಾ ವರ್‍ತಿ ಬರೊಸೊ ಥವ್ನ್ ಹಾಂವ್ ಜಾಲ್ಯಾರ್ ಲೈ ಸಂಬಾಳುನ್ ಘೆವ್ನ್ ತೆಚಿ ಅಮಿ ವಾಟ್ ಬಗುನ್ಗೆತ್ ಹಾಂವ್ ಮನುನ್ ಹೊಲೆ.