Romans 8:27 — Compare Translations
7 translations compared side by side
Odia - 1840
"ଲୋକମାନଙ୍କର ହୃଦୟ ରେ କ'ଣ ଅଛି ପରମେଶ୍ବର ତାହା ଦେଖି ପାରନ୍ତି। ପରମେଶ୍ବର ଆତ୍ମାର ମନ ରେ କ'ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ବର ଜପରେି ଇଚ୍ଛା କରନ୍ତି, ସହେି ଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କଅଣ, ତାହା ଜାଣନ୍ତି, କାରଣ ସେ ଈଶ୍ଵରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତା’ ବୁଝିପାରନ୍ତି, କାରଣ ସେ ଅନ୍ତର୍ଯ୍ୟାମୀ ଓ ପବିତ୍ରଆତ୍ମା ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତାଙ୍କ ଲୋକମାନଙ୍କ ପାଇଁ ଅନୁନୟ କରୁଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କ'ଣ, ତାହା ଜାଣନ୍ତି, କାରଣ ସେ ଈଶ୍ୱରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮ್ಚ್ಯಾ ಮನಾನಿತ್ಲೊ ಘುಟ್ಟ್ ಗೊತ್ತ್ ಹೊತ್ತ್ಯಾ ದೆವಾಕ್ ಆತ್ಮ್ಯಾಚಿ ಆಶಾ ಕಾಯ್ ಮನುನ್ ಗೊತ್ತ್ ಹಾಯ್; ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಆತ್ಮೊ ದೆವಾಚ್ಯಾ ಮರ್ಜಿ ಸರ್ಕೆ ರಾವ್ನ್, ದೆವಾಚ್ಯಾ ಖಾಸಿ ಲೊಕಾಂಚ್ಯಾ ಸಾಟ್ನಿಚ್ ತೊ ಮಾಗುನ್ಗೆತ್ ರ್ಹಾತಾ.