Romans 8:28 — Compare Translations
7 translations compared side by side
Odia - 1840
"ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଈଶ୍ଵରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ଵର ଯେସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚೊ ಪ್ರೆಮ್ ಕರ್ತಲ್ಯಾಕ್ನಿ ಮಟ್ಲ್ಯಾರ್, ಜೆ ಕೊನಾಕ್ ಅಪ್ನಾಚ್ಯಾ ಉದ್ದೆಸಾ ಸಾಟ್ನಿ ಬಲ್ವುಲ್ಯಾನಾಯ್ ತೆಂಕಾ ದೆವ್ ಸಗ್ಳೆ ಬರೆಚ್ ಕರ್ತಾ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.