Romans 8:29 — Compare Translations

7 translations compared side by side

Odia - 1840
"ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା’ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ ବୋଲି ଧରା ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ ದೆವಾನ್ ಎಚುನ್ ಕಾಡ್ಲ್ಯಾನಾಯ್ ತೆಂಕಾ ತೆನಿ ಅದ್ದಿಚ್ ಸೊಡ್ಸುಲ್ಯಾನಾಯ್, ಅನಿ ಅಪ್ನಾಚ್ಯಾ ಲೆಕಾ ಸರ್ಕೊ ಹೊಯ್ ಸರ್ಕೆ ಕರ್‍ಲ್ಯಾನಾಯ್, ಅಶೆ ಲೆಕ್ ಸುಮಾರ್ ವಿಶ್ವಾಸಾತ್ ಹೊತ್ತ್ಯಾ ಲೊಕಾತ್ನಿ ಪಯ್ಲೆಚೊ ಹೊವ್ನ್ ರಾವ್ಚೆ ಮನ್ತಲಿ ತೆಚಿ ಆಶ್ಯಾ ಹೊವ್ನ್ ಹಾಯ್.