Romans 8:30 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଯଜେନା ସମାନଙ୍କେ ପାଇଁ ହେଲା ଯେ ସମାନେେ ତାହାଙ୍କର ପୁତ୍ର ଭଳି ହବେେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ବର ସମାନଙ୍କେୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ବର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସହେି ଲୋକମାନଙ୍କୁ ମହିମାନ୍ବିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ଵାନ କଲେ, ପୁଣି ଯେଉଁମାନଙ୍କୁ ସେ ଆହ୍ଵାନ କଲେ, ସେମାନଙ୍କୁ ସେମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ଵିତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆ ಕೊನಾಕ್ ತೆನಿ ಯೆಗಳ್ಯಾನಾಯ್ ತೆಂಕಾ ತೆನಿ ಬಲ್ವುಲ್ಯಾನಾಯ್, ಅನಿ ಜೆ ಕೊನಾಕ್ ತೆನಿ ಬಲ್ವುಲ್ಯಾನಾಯ್ ತೆಂಕಾ ತೊ ನಿತಿವಂತ್ ಮನುನ್ ಎಚುನ್ ಕಾಡುನ್ ಘೆತಾ, ಅನಿ ತೆನಿ ಅಪ್ನಾಚಿ ಮಹಿಮಾ ತೆಂಚ್ಯಾ ವಾಂಗ್ಡಾ ವಾಟುನ್ ಘೆಟ್ಲ್ಯಾನಾಯ್.