Romans 8:31 — Compare Translations

7 translations compared side by side

Odia - 1840
"ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ଵର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ ଦୃଷ୍ଟିରୁ ଆଉ କଅଣ କରିବା? ଈଶ୍ୱର ଯଦି ଆମର ସପକ୍ଷ, କିଏ ଆମର ବିପକ୍ଷ ହୋଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ପ୍ରେମ ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
Odia IRV 2017 (ଓଡିଆ ବାଇବେଲ)
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಬಗಟಲ್ಲ್ಯಾ ತನ್ನಾ ಅಮಿ ಕಾಯ್ ಸಾಂಗುಕ್ ಹೊತಾ? ಜರ್ ದೆವ್ ಅಮ್ಚ್ಯಾ ವಾಂಗ್ಡಾ ಹಾಯ್ ತರ್ ಅಮ್ಚ್ಯಾ ವಿರೊದ್ ರ್‍ಹಾತಲೊ ಕೊನ್ ಹಾಯ್?