Romans 8:33 — Compare Translations
7 translations compared side by side
Odia - 1840
"ପରମେଶ୍ବର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିୟୁକ୍ତ କରି ପାରିବ? କହେି ନୁହେଁ! ପରମେଶ୍ବର ହିଁ ସହେି ଲୋକମାନଙ୍କୁ ଧାର୍ମିକ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ଵର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିପାରିବ? ସେମାନଙ୍କୁ ନିର୍ଦ୍ଦୋଷ ବୋଲି ସ୍ୱୟଂ ଈଶ୍ୱର ଘୋଷଣା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಎಚುನ್ ಕಾಡಲ್ಲ್ಯಾಂಚ್ಯಾ ವರ್ತಿ ಅಪ್ವಾದ್ ಘಾಲ್ತಲೊ ಕೊನ್ ಹಾಯ್? ದೆವಾನುಚ್ ತೆನಿ ಚುಕಿದಾರ್ ನ್ಹಯ್ ಮನುನ್ ನಿರ್ನಯ್ ದಿವ್ನ್ ಸೊಡ್ಲ್ಯಾನಾಯ್!