Romans 8:34 — Compare Translations
7 translations compared side by side
Odia - 1840
"କିଏ କହି ପାରିବ ଯେ ପରମେଶ୍ବରଙ୍କ ଲୋକମାନେ ଦୋଷୀ? କହେି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ଯୁ କଲେ, କିନ୍ତୁ ତାହାହିଁ ସବୁ କିଛି ନୁହେଁ। ସେ ମୃତ୍ଯୁରୁ ମଧ୍ଯ ଜୀବିତ ହେଲେ। ସେ ଏବେ ପରମେଶ୍ବରଙ୍କ ଡାହାଣ ପଟ ରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ବରଙ୍କୁ ନିବଦନକରେୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ଦଣ୍ତାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ କିଏ ସେମାନଙ୍କୁ ଆଉ ଦୋଷୀ କରିପାରିବ? ଖ୍ରୀଷ୍ଟ ଯୀଶୁ ତା’ କେବେ କରିବେ ନାହିଁ, କାରଣ ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಹೊಲ್ಯಾರ್ ತೆನಿ ಚುಕಿದಾರ್ ಮನುನ್ ಸಾಂಗ್ತಲೊ ಕೊನ್ ತೊ? ಕ್ರಿಸ್ತ್ ಜೆಜು ಮರ್ಲೊ, ತೊ ಝಿತ್ತೊ ಹೊಲಾ, ಅನಿ ದೆವಾಚ್ಯಾ ಉಜ್ವ್ಯಾ ಬಾಜುಕ್ ಬಸ್ಲಾ ಅನಿ ಅಮ್ಚ್ಯಾಸಾಟ್ನಿ ದೆವಾಕ್ಡೆ ಮಾಗುಲಾ!