Romans 8:35 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କର ପ୍ ରମେ ଠାରୁ ଆମ୍ଭକୁ କିଏ କ'ଣ ଅଲଗା କରି ପା ରେ? ନା! କଷ୍ଟ କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ?ନା! ସମସ୍ଯା ବା ତାଡନା କ'ଣ ଖ୍ରୀଷ୍ଟଙ୍କର ଶତୃମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଯଦି ଆମ୍ଭ ପାଖ ରେ ଖାଦ୍ୟ ବା ଲୁଗାପଟା ନାହିଁ, ତା ହେଲେ ତାହା କ'ଣ ଖ୍ରୀଷ୍ଟଙ୍କର ପ୍ ରମରେୁ ଆମ୍ଭକୁ ଅଲଗା କରିପା ରେ? ନା! ବିପଦ ବା ମୁତ୍ଯୁ ହେଉନା କାହିଁକି ତାହା କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍‍ଗ?
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ କିଏ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପ୍ରେମରୁ ବିଚ୍ଛିନ୍ନ କରିପାରିବ? ଦୁଃଖ, କଷ୍ଟ, କ୍ଳେଶ ବା ଉତ୍ପୀଡ଼ନ, ଦାରିଦ୍ର୍ୟ, କ୍ଷୁଧା, ବିପଦ ବା ମୃତ୍ୟୁର ବିଭୀଷିକା, କେହି ତା’ କରିପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ?ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା’ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಅಮ್ಕಾ ಕ್ರಿಸ್ತಾಚ್ಯಾ ಪ್ರೆಮಾತ್ನಾ ಎಗ್ಳುಕ್ ಕೊನಾಚ್ಯಾನ್ ಹೊತಾ? ಕಸ್ಟಾನ್‍, ನಾಹೊಲ್ಯಾರ್ ಅಡ್ಚನಿನ್, ನಾಹೊಲ್ಯಾರ್ ತರಾಸಾನ್, ನಾಹೊಲ್ಯಾರ್ ಭುಕೆನ್, ನಾಹೊಲ್ಯಾರ್ ಕಪ್ಡೆ ನಸಲ್ಲಿ ಪರಿಸ್ಥಿತಿನ್ ನಾಹೊಲ್ಯಾರ್ ಅಪಾಯಾನ್ ನಾ ಹೊಲ್ಯಾರ್ ಮರ್ನಾನ್?