Romans 8:36 — Compare Translations

7 translations compared side by side

Odia - 1840
"ଶାସ୍ତ୍ର ରେ ଏହିପରି ଲଖାେ ଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଲେଖାଅଛି: “ତୁମ ସକାଶେ ଆମ୍ଭେମାନେ ସର୍ବଦା ମୃତ୍ୟୁର ସମ୍ମୁଖୀନ, ବଧ ହେବାକୁ ଯାଉଥିବା ମେଷତୁଲ୍ୟ ଆମ୍ଭେମାନେ ବିବେଚିତ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ଏହିପରି ଲେଖା ଅଛି: “ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ। ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ଲେଖା ଅଛି, "ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, “ತುಜೆಸಾಟ್ನಿ ಅಮಿ ಕನ್ನಾಬಿ ಮರ್‍ನಾಚ್ಯಾ ಅಪಾಯಾತ್ ಹಾಂವ್; ಅಮ್ಕಾ ಕಾತ್ರುನ್ ನ್ಹೆತಲ್ಯಾ ಬಕ್ರ್ಯಾ ಸರ್ಕೆ ಮನುನ್ ಘೆತ್ಯಾತ್.”