Romans 8:37 — Compare Translations

7 translations compared side by side

Odia - 1840
"କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଆମ୍ଭମାନଙ୍କୁ ପ୍ରେମ କରୁଛନ୍ତି, ତାଙ୍କ ସାହାଯ୍ୟରେ ଆମେ ଏ ସବୁ ଉପରେ ବିଜୟୀ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾ, ಹ್ಯಾ ಸಗ್ಳ್ಯಾ ವಿಶಯಾತ್ನಿ ಅಮಿ ಅಮ್ಚೊ ಪ್ರೆಮ್ ಕರಲ್ಲ್ಯಾಚ್ಯಾ ವೈನಾ ಪುರಾ ರಿತಿನ್ ಜಿಕುನ್ ಜಯ್ ಹೊತಾಂವ್!