Romans 8:38 — Compare Translations
7 translations compared side by side
Odia - 1840
"ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ନିଶ୍ଚିତଭାବେ ଜାଣେ ଯେ ତାଙ୍କ ପ୍ରେମରୁ ଆମେ କେବେ ବିଚ୍ଛିନ୍ନ ହେବା ନାହିଁ। ମୃତ୍ୟୁ ବା ଜୀବନ, ସ୍ୱର୍ଗଦୂତ ବା ଆକାଶମଣ୍ଡଳର କୌଣସି ଅଧିପତି ବା ଶକ୍ତି, ବର୍ତ୍ତମାନ ବା ଭିବଷ୍ୟତ୍,
Odia Bible ERV 2004 (ପବିତ୍ର ବାଇବଲ)
ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
Odia IRV 2017 (ଓଡିଆ ବାଇବେଲ)
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮಿಯಾ ಖರೆಚ್ ಸಾಂಗ್ತಾ, ಕಾಚೆನ್ಬಿ ಅಮ್ಕಾ ತೆಚ್ಯಾ ಪ್ರೆಮಾತ್ನಾ ಎಗ್ಳುನ್ ಧುರ್ ಕರುಕ್ ಹೊಯ್ನಾ; ಮರ್ನಾಕ್ ಹೊಂವ್ದಿತ್, ಜಿವಾಕ್ ಹೊಂವ್ದಿತ್, ದೆವಾಚ್ಯಾ ದುತಾಕ್ನಿ ಹೊಂವ್ದಿತ್, ಕಸ್ಲೊಬಿ ಅಧಿಕಾರ್ ಹೊಂವ್ದಿತ್ ನಾತರ್ ಅಧಿಕಾರಿ ಹೊಂವ್ದಿತ್,ಅತ್ತಾಚ್ಯಾ ವಿಶಯಾಕ್ನಿ ಹೊಂವ್ದಿತ್, ಫಿಡೆ ಹೊತಲ್ಯಾ ವಿಶಯಾಕ್ನಿ ಹೊಂವ್ದಿತ್.