Romans 8:39 — Compare Translations
6 translations compared side by side
Odia - 1840
"ଉଚ୍ଚ ରେ କିଛି ନୁହେଁ, ଗଭୀର ରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତ ରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠା ରେ ଥିବା ପରମାତ୍ମାଙ୍କ ପ୍ ରମେ ଠାରୁ ଆମ୍ଭକୁ କହେି ଅଲଗା କରି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ପ୍ରକାଶିତ ଈଶ୍ଵରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଊଦ୍ଧ୍ୱର୍ସ୍ଥ ବା ନିମ୍ନସ୍ଥ କୌଣସି ବିଷୟ- ସମଗ୍ର ସୃଷ୍ଟିରେ ଏପରି କୌଣସି ବିଷୟ ନାହିଁ, ଯାହା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ସେହି ପ୍ରେମରୁ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವೈಲ್ಯಾ ಜಗಾಕ್ ಹೊಂವ್ದಿತ್ ನಾಹೊಲ್ಯಾರ್ ಖಾಲ್ತಿ ಹೊತ್ತ್ಯಾ. ನಾಹೊಲ್ಯಾರ್ ಖಾಲ್ತಿ ಹೊತ್ತ್ಯಾ ಜಗಾಕ್ ಹೊಂವ್ದಿತ್. ಹ್ಯಾ ಸೃಸ್ಟಿತ್ಲ್ಯಾ ಕೆಕಾಬಿ ಹೊಂವ್ದಿತ್, ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಅಮ್ಕಾ ಗಾವಲ್ಲ್ಯಾ ಹ್ಯಾ ದೆವಾಚ್ಯಾ ಪ್ರೆಮಾತ್ನಾ ಅಮ್ಕಾ ಎಗ್ಳೆ ಕರುಕ್ ಸಾಧ್ಯ್ ಹೊಯ್ನಾ.