Romans 8:4 — Compare Translations

7 translations compared side by side

Odia - 1840
"ବ୍ଯବସ୍ଥା ଆମ୍ଭକୁ ଯେପରି ହବୋ ପାଇଁ ଚା ହେଁ, ସହେି ଭଳି ହବୋ ପାଇଁ ପରମେଶ୍ବର ଏପରି କଲେ।ଆମ୍ଭେ ଏବେ ପାପପୂର୍ଣ ମାନବ ସ୍ବଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନ ଯାପନ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮಾನ್ಸಾಚ್ಯಾ ಸ್ವಬಾವಾಚ್ಯಾ ಸರ್ಕೆ ಅಮಿ ಚಲಿನಸ್ತಾನಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ಪರ್‍ಕಾರ್ ಚಲ್ತಲ್ಯಾ ಅಮ್ಚ್ಯಾ ಭುತ್ತುರ್ ಖಾಯ್ದ್ಯಾಚ್ಯಾ ಖರ್ಯ್ಯಾ ವಾಟೆನ್ ಚಲ್ತಲಿ ಹಿ ಗೊಸ್ಟ್ ಪುರಾ ಹೊವ್‍ಸಾಟ್ನಿ ದೆವಾನ್ ಅಶೆ ಕರ್‍ಲ್ಯಾನ್.