Romans 8:5 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସବୁବେଳେ ତାହାଙ୍କ ପାପପୂର୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ମାନବ ପ୍ରକୃତି ଅନୁଯାୟୀ କାର୍ଯ୍ୟ କରୁଥାଆନ୍ତି, ସେମାନଙ୍କ ମନ ସେହି ପ୍ରକୃତିର ବଶୀଭୂତ ହୋଇଥାଏ। କିନ୍ତୁ ଯେଉଁମାନେ ପବିତ୍ରଆତ୍ମାଙ୍କ ପ୍ରେରଣା ଅନୁଯାୟୀ କାର୍ଯ୍ୟ କରନ୍ତି, ସେମାନଙ୍କ ମନ ପବିତ୍ରଆତ୍ମାଙ୍କ ଦ୍ୱାରା ନିୟନ୍ତ୍ରିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସବୁବେଳେ ତାହାଙ୍କ ପାପପୂର୍ଣ୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚ್ಯಾ ಸ್ವಬಾವಾಕ್ ಖಾಲ್ತಿ ಹೊವ್ನ್ ಚಲ್ತಲಿ ಲೊಕಾ ಮಾನ್ಸಾಚೊ ಸ್ವಬಾವ್ ಕಾಯ್ ಸಾಂಗ್ತಾ ತೆ ಕರ್‍ತ್ಯಾತ್, ಖರೆ ಪವಿತ್ರ್ ಆತ್ಮ್ಯಾಚ್ಯಾ ಪರ್‍ಕಾರ್ ಚಲ್ತಲಿ ಲೊಕಾ ಪವಿತ್ರ್ ಆತ್ಮೊ ಕಶೆ ಚಲುಚೆ ಮನುನ್ ಸಾಂಗ್ತಾ ತಸೆ ಚಲ್ತ್ಯಾತ್.