Romans 9:1 — Compare Translations
7 translations compared side by side
Odia - 1840
"ମୁଁ ଖ୍ରୀଷ୍ଟଙ୍କଠା ରେ ଅଛି, ଓ ମୁଁ ସତ୍ଯ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ବାରା ମାରେ ଭାବନା ନିୟନ୍ତ୍ରିତ। ଏହି ଭାବନା ମାେତେ କୁ ହେ ଯେ ମୁଁ ମିଛ କୁ ହେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି, ଖ୍ରୀଷ୍ଟଙ୍କର ହୋଇଥିବାରୁ ମୁଁ ମିଥ୍ୟା କହେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଓ ଯିହୂଦୀ ଲୋକେ ମୁଁ ଖ୍ରୀଷ୍ଟଙ୍କଠାରେ ଅଛି, ଓ ମୁଁ ସତ୍ୟ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ୱାରା ମୋର ଭାବନା ନିୟନ୍ତ୍ରିତ। ଏହି ଭାବନା ମୋତେ କୁହେ ଯେ ମୁଁ ମିଛ କୁହେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
Odia IRV 2017 (ଓଡିଆ ବାଇବେଲ)
ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಖರೆ ಬೊಲುಲಾ; ಮಿಯಾ ಕ್ರಿಸ್ತಾಕ್ ಸಮಂದ್ ಪಡಲ್ಲೊ ಹಾಂವ್ ಮಿಯಾ ಝುಟೆ ಬೊಲಿನಾ. ಮಾಜೊ ಭುತ್ತುರ್ಲೊ ಮನ್ ಪವಿತ್ರ್ ಆತ್ಮ್ಯಾಚ್ಯಾ ತಾಬೆತ್ ಹಾಯ್, ಅನಿ ತೊಚ್ ಮಿಯಾ ಝುಟೆ ಬೊಲಿನಾ ಹೊಲಾ ಮನುನ್ ಸಾಕ್ಷಿ ದಿತಾ.