Romans 9:14 — Compare Translations

7 translations compared side by side

Odia - 1840
"ତା' ହେଲେ ଏ ବିଷୟ ରେ ଆମ୍ଭେ କଣ କହିବା? କ'ଣ ପରମେଶ୍ବର ଅନ୍ଯାଯୀ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେମାନେ କଅଣ କହିବା? ଈଶ୍ଵରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ କଅଣ କହିବା, “ଈଶ୍ୱର ଅନ୍ୟାୟ କରନ୍ତି କି?” କଦାପି ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେମାନେ କ'ଣ କହିବା? ଈଶ୍ୱରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್‍ಹಾತಾನಾ ದೆವ್ ಅನ್ನ್ಯಾಯ್ ಕರುಕ್ ಲಾಗ್ಲಾ ಮನುನ್ ಅಮಿ ಮನುಕ್ ಹೊತಾ ಕಾಯ್? ತಸೆ ನ್ಹಯ್.