Romans 9:16 — Compare Translations
7 translations compared side by side
Odia - 1840
"ଅତଏବ, ପରମେଶ୍ବରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେ ଇଚ୍ଛା କରେ, କିମ୍ଵା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ଵରଙ୍କଠାରୁ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସମସ୍ତ ବିଷୟ ଈଶ୍ୱରଙ୍କ ଅନୁଗ୍ରହ ଉପରେ ନିର୍ଭର କରେ, ମନୁଷ୍ୟର ଇଚ୍ଛା ବା କାର୍ଯ୍ୟ ଉପରେ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ୱରଙ୍କଠାରୁ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಸಗ್ಳೆ ಅಮ್ಕಾ ಮಾನ್ಸಾಕ್ನಿ ಕಶೆ ಪಾಜೆ ಅನಿ ಕರ್ತಾಂವ್ ಮನ್ತಲ್ಯಾ ವರ್ತಿ ಹೊಂದುನ್ ನಾ, ಖಾಲಿ ದೆವಾಚ್ಯಾ ದಯೆಚ್ಯಾ ವರ್ತಿ ಎವ್ಡೆಚ್ ಹೊಂದುನ್ ಹಾಯ್.