Romans 9:17 — Compare Translations

7 translations compared side by side

Odia - 1840
"ଧର୍ମଶାନ୍ତ୍ର ରେ ଯେପରି ପରମେଶ୍ବର ଫାରୋକୁ କହନ୍ତି: ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦେଶ୍ଯ ପାଇଁ ତୁମ୍ଭକୁ ରାଜା କରିଛୁ, ୟଦ୍ବାରା ତୁମ୍ଭ ମାଧ୍ଯମ ରେ ଆମ୍ଭେ ଆପଣା ଶକ୍ତି ଦଖାଇେ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ବ ରେ ଘୋଷିତ ହେଉ ବୋଲ ଆମ୍ଭ ଇଚ୍ଛା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ର ଅନୁଯାୟୀ ଈଶ୍ୱର ମିସର ରାଜାଙ୍କୁ କହିଥିଲେ, “ତୁମ୍ଭ ଦ୍ୱାରା ଆମ୍ଭର ଶକ୍ତି ପ୍ରଦର୍ଶନ କରିବା ପାଇଁ ଓ ସମଗ୍ର ଜଗତରେ ଆମ୍ଭର ମହିମା ପ୍ରକାଶ କରିବା ପାଇଁ ଆମ୍ଭେ ତୁମ୍ଭକୁ ରାଜା କରିଅଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಇಜಿಪ್ತಾಚ್ಯಾ ರಾಜಾಕ್ ದೆವ್ ಮನ್ತಾ, “ಮಿಯಾ ತುಜ್ಯಾ ಭುತ್ತುರ್ ಮಾಜೊ ಬಳ್ ದಾಕ್ವುನ್ ಮಾಜೆ ನಾವ್ ಸಗ್ಳ್ಯಾ ಜಗಾತ್ ಕಳಿ ಸರ್ಕೆ ಹೊವ್ಕ್ ಪಾಜೆ ಮನುನ್ ಮಿಯಾ ತುಕಾ ಮೊಟ್ಯಾ ಜಾಗ್ಯಾ ವರ್‍ತಿ ಬಸ್ವುಲೊ”.