Romans 9:18 — Compare Translations
7 translations compared side by side
Odia - 1840
"ଅତଏବ ଯେଉଁମାନଙ୍କୁ ପରମେଶ୍ବର ଦୟା ଦଖାଇବୋକୁ ଚାହାନ୍ତି ସମାନଙ୍କେୁ ସେ ଦୟା ଦଖାେନ୍ତି ଓ ଯେଉଁ ମାନଙ୍କୁ ସେ କଠାେର କରିବାକୁ ଚାହାଁନ୍ତି, ସମାନଙ୍କେୁ ସେ କଠାେର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସେ କାହା ପ୍ରତି ଦୟା ପ୍ରଦର୍ଶନ କରନ୍ତି ଓ କାହାକୁ କଠିନମନା ହେବାକୁ ଛାଡ଼ି ଦିଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ, ದೆವ್ ಅಪ್ನಾಕ್ ಪಾಜೆ ತೆಂಚೆ ವರ್ತಿ ದಯಾ ದಾಕ್ವುತಾ, ಅನಿ ಅಪ್ನಾಕ್ ಮನಾಕ್ ಯೆತಾ ತೆಂಕಾ ಕಠೊರ್ ಮನಾಚಿ ಹೊಯ್ ಸರ್ಕೆ ಕರ್ತಾ.