Romans 9:19 — Compare Translations

7 translations compared side by side

Odia - 1840
"ତା ହେଲେ ତୁମ୍ଭେ ମାେତେ ପ୍ରଶ୍ନ କରି ପାର ଯେ ସେ ଆମ୍ଭର ଦୋଷ କାହିଁକି ଧରନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ କହିପାରେ, “ତା’ହେଲେ, ଈଶ୍ୱର କାହିଁକି କାହାକୁ ଦୋଷୀ କରିବେ? କିଏ କଅଣ ଈଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ କିଛି କରିପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚ್ಯಾತ್ಲ್ಯಾ ಕೊನ್‍ಬಿ ಮಾಕಾ, “ ಹೆ ಸಗ್ಳೆ ಅಶೆ ಹಾಯ್ ಜಾಲ್ಯಾರ್ ಕೊನ್‍ಬಿ ಎಕ್ಲೊ ಚುಕೆತ್ ಹಾಯ್ ಮನುನ್ ದೆವ್ ಕಶೆ ಹುಡ್ಕುನ್ ಕಾಡ್ತಾ? ದೆವಾಚ್ಯಾ ಮನಾ ಸರ್ಕೆ ಹೊತಲ್ಯಾಕ್ ಕೊನ್ ಅಡ್ವುಕ್ ಹೊತಾ?” ಮನುನ್ ಮನಿಲ್.