Romans 9:2 — Compare Translations

7 translations compared side by side

Odia - 1840
"ମାରେ ଅଶଷେ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବଦନୋଗ୍ରସ୍ତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେ କେଡ଼େ ବ୍ୟଥିତ ଓ ଅସୀମ ଦୁଃଖରେ ମୋ’ ହୃଦୟ କେଡ଼େ ଭାରାକ୍ରାନ୍ତ, ଏ କଥା ମୁଁ ଛଳନା କରି କହୁ ନାହିଁ। ପବିତ୍ରଆତ୍ମା ପରିଚାଳିତ ମୋର ବିବେକ ଏହାର ସାକ୍ଷୀ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಸಾಂಗ್ತಾನಾ ಮಾಜ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ಮಾಜ್ಯಾ ಮನಾತ್ ಹೊತಲೊ ಸಂಕಟ್ ಸರಿನಾ ತವ್ಡೊ ಹಾಯ್.