Romans 9:20 — Compare Translations

7 translations compared side by side

Odia - 1840
"ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ଵରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବନ୍ଧୁ, ଈଶ୍ୱରଙ୍କ କଥାରେ ପ୍ରତିବାଦ କରିବାକୁ ତୁମେ କିଏ? “ମୋତେ ଏପରି କାହିଁକି ଗଢ଼ିଲ” ବୋଲି ପାତ୍ରଟିଏ କୁମ୍ଭକାରକୁ ପଚାରି ପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ୱରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಯೆ ಮಾನ್ಸಾ, ದೆವಾಕ್ ಹುರ್‍ಪಾಟಿ ಬೊಲುಕ್ ತಿಯಾ ಕೊನ್? ಎಕ್ ಮಾಟಿಚ್ಯಾ ಗಾಡ್ಗ್ಯಾನ್ ತೆಕಾ ಕರಲ್ಲ್ಯಾ ಮಾನ್ಸಾಕ್, “ತಿಯಾ ಮಾಕಾ ಅಶೆ ಕಶ್ಯಾಕ್ ಕರ್‍ಲೆ” ಮನುನ್ ಇಚಾರುಕ್ ಹೊತಾ ಕಾಯ್?