Romans 9:21 — Compare Translations
7 translations compared side by side
Odia - 1840
"କୁମ୍ଭାରର ଅଧୀକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନଇେ ବିଶଷେ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ଗୋଟିଏ ମାଟିପିଣ୍ତୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମାଟିକୁ ନିଜ ଇଚ୍ଛା ଅନୁଯାୟୀ ଉପଯୋଗ କରି ପାତ୍ର ଗଢ଼ିବା ପାଇଁ କୁମ୍ଭକାରର ପୂର୍ଣ୍ଣ ଅଧିକାର ରହିଛି। ଏକା ମାଟି ପିଣ୍ଡୁଳାରୁ ସେ ଦୁଇ ପ୍ରକାର ପାତ୍ର ତିଆରି କରିପାରେ- ଗୋଟିଏ ବିଶେଷ ଦିନମାନଙ୍କରେ ଓ ଆଉ ଗୋଟିଏ ସାଧାରଣ କାର୍ଯ୍ୟରେ ବ୍ୟବହୃତ ହେବା ପାଇଁ।
Odia Bible ERV 2004 (ପବିତ୍ର ବାଇବଲ)
କୁମ୍ଭାରର ଅଧିକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନେଇ ବିଶେଷ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಾಡ್ಗಿ ಕರ್ತಲ್ಯಾ ಕುಂಬಾರಾಕ್ ತೆನಿ ಕರ್ತಲೆ ಗಾಡ್ಗೆ ಅಪ್ನಾಚ್ಯಾ ಮನಾಕ್ ಯೆತಾ ತಸೆ ಕರ್ತಲೊ ಹಕ್ಕ್ ಹಾಯ್, ಅನಿ ದೊನ್ ಗಾಡ್ಗಿ ಎಕುಚ್ ಚಿಕ್ಲಾಚ್ಯಾ ಮುದ್ದ್ಯಾನ್, ಎಕ್ ಬರ್ಯಾ ಕಾಮಾಕ್ ವಾಪರ್ತಲೆ, ಅನಿ ಅನಿಎಕ್ ಸಾದಾರನ್ ಕಾಮಾಕ್ ವಾಪರ್ತಲೆ ಅಶೆ ದೊನ್ ಗಾಡ್ಗಿ ಕರ್ತಲೊಬಿ ಹಕ್ಕ್ ಹಾಯ್.