Romans 9:22 — Compare Translations
7 translations compared side by side
Odia - 1840
"ଠିକ୍ ସହେିଭଳି ପରମେଶ୍ବର ମଧ୍ଯ ନିଜର କୋରଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଚାହିଁଥୀଲେ। ସେ ଖୁବ୍ ଧୈୟ୍ଯର ସହିତ ତାହାଙ୍କ କୋର୍ଧ ଓ ବିନାଶ ପାତ୍ରମାନଙ୍କୁ ସହି ନଇେଥୀଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ମଧ୍ୟ ଠିକ୍ ସେହିପରି କରିଛନ୍ତି। ସେ ଚାହୁଁଥିଲେ, ତାଙ୍କର କ୍ରୋଧ ପ୍ରଦର୍ଶନ କରିବାକୁ ଓ ପରାକ୍ରମ ପ୍ରକାଶ କରିବାକୁ। କିନ୍ତୁ ଯେଉଁମାନେ ତାଙ୍କ କ୍ରୋଧର ପାତ୍ର ହୋଇ ବିନଷ୍ଟ ହେବା ସୁନିଶ୍ଚିତ ଥିଲା, ସେମାନଙ୍କ ପ୍ରତି ଈଶ୍ୱର ଅତୀବ ସହନଶୀଳ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಕರಲ್ಲೆಬಿ ಅಸೆಚ್ ಹಾಯ್. ತೆಕಾ ಅಪ್ನಾಚೊ ರಾಗ್ ದಾಕ್ವುನ್ ಅಪ್ನಾಚೊ ಬಳ್ ಸಗ್ಳ್ಯಾಕ್ನಿ ಕಳಿ ಸರ್ಕೆ ಕರುಚೆ ಮನುನ್ ಹೊತ್ತೆ. ಖರೆ ತೆನಿ ಜೆ ಕೊನ್ ತೆಚ್ಯಾ ರಾಗಾತ್ ಗಾವುನ್ ಫುಟುನ್ ಜಾತಲ್ಯಾ ಆಯ್ದಾನಾಚ್ಯಾ ಸರ್ಕೆ ಹೊತ್ತ್ಯಾ ಮಾನ್ಸಾಂಚ್ಯಾ ವಾಂಗ್ಡಾ ತೊ ಲೈ ಸಂಬಾಳುನ್ ಘೆವ್ನ್ ರ್ಹಾಲೊ.