Romans 9:23 — Compare Translations

7 translations compared side by side

Odia - 1840
"ପରମେଶ୍ବର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦଖାଇବୋ ଲାଗି ର୍ଧୈୟ୍ଯପୂର୍ବକ ଅପେକ୍ଷା କରିଥୀଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ଵାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେ ତାଙ୍କର ପ୍ରଚୁର ଗୌରବ ପ୍ରକାଶ କରିବା ପାଇଁ ଆମ୍ଭମାନଙ୍କୁ ବିଶେଷ ଅନୁଗ୍ରହର ପାତ୍ର ସ୍ୱରୂପେ ପୂର୍ବରୁ ମନୋନୀତ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಅಮ್ಚ್ಯಾ ವರ್‍ತಿ ತೆಚ್ಯಾ ದಯೆಚ್ಯಾ ಆಯ್ದಾನಾಂಚ್ಯಾ ವರ್‍ತಿ ವೊತಲ್ಲಿ ಮೆಜುಕ್ ಹೊಯ್ನಾ ತವ್ಡಿ ಮಹಿಮಾ ಅಮ್ಕಾ ಜೆ ಕೊನಾಕ್ ತೆಚಿ ಮಹಿಮಾ ಘೆವ್ಕ್ ತಯಾರ್ ಕರಲ್ಲೆ ಹಾಯ್ ತೆಂಕಾ ದಾಕ್ವುತಲೊ ಮನ್‍ಬಿ ತೆಕಾ ಹೊತ್ತೊ.