Romans 9:24 — Compare Translations
7 translations compared side by side
Odia - 1840
"ସମାନଙ୍କେୁ ତାହାଙ୍କ ମହିମା ଦବୋ ପାଇଁ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ବିଜାତିମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ତଥା ଅଣଇହୁଦୀମାନଙ୍କ ମଧ୍ୟରୁ ସେ ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେଥିନିମନ୍ତେ ତ ସେ କେବଳ ଯିହୂଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୂଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಖಾಲಿ ಜುದೆವಾನಿತ್ಲಿ ಎವ್ಡಿಚ್ ನ್ಹಯ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನಿತ್ಲಿಬಿ ಅಮಿ ತೆನಿ ಬಲ್ವಲ್ಲಿ ಲೊಕಾ ಹೊವ್ನ್ ಹಾಂವ್.