Romans 9:25 — Compare Translations
7 translations compared side by side
Odia - 1840
"ଆମ୍ଭେ ମାନେ ସହେି ଲୋକ। ପରମେଶ୍ବର କବଳେ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣ ଯିହୂଦୀମାନଙ୍କ ଭିତରୁ ମଧ୍ଯ ଆମ୍ଭ ମାନଙ୍କୁ ଡାକିଲେ। ହାେେଶୟ ପୁସ୍ତକରେ ଏହିପରି ଲଖାେ ଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ହୋଶେୟ ପୁସ୍ତକରେ ଈଶ୍ୱର କହିଛନ୍ତି: “ଯେଉଁମାନେ ଆମ୍ଭର ଲୋକ ନ ଥିଲେ; ସେମାନଙ୍କୁ ‘ନିଜର ଲୋକ’ ରୂପେ ଆହ୍ୱାନ କରିବୁ। ଯେଉଁ ଜାତିକୁ ଆମ୍ଭେ ପ୍ରେମ କରି ନ ଥିଲୁ, ତାକୁ ‘ଆମ୍ଭର ପ୍ରିୟ’ ବୋଲି ସମ୍ବୋଧନ କରିବୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସେହି ଲୋକ। ପରମେଶ୍ୱର କେବଳ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ଭିତରୁ ମଧ୍ୟ ଆମ୍ଭ ମାନଙ୍କୁ ଡାକିଲେ। ହୋଶେୟ ପୁସ୍ତକରେ ଏହିପରି ଲେଖା ଅଛି: “ଯେଉଁ ଲୋକମାନେ ଆମ୍ଭର ନ ଥିଲେ ସେମାନେ ଆମ୍ଭର ଲୋକ ବୋଲି ଆମ୍ଭେ ଡାକିବା ଓ ଯେଉଁମାନଙ୍କୁ ଆମ୍ଭେ ପ୍ରେମ କରୁ ନ ଥିଲୁ, ସେହି ଲୋକମାନଙ୍କୁ ଆମ୍ଭେ ପ୍ରିୟ ବୋଲି ଡାକିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।”
Odia IRV 2017 (ଓଡିଆ ବାଇବେଲ)
ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, "ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା ।'
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಸೆಯಾಚ್ಯಾ ಪುಸ್ತಕಾತ್ ತೊ ಹೆಚ್ಯಾಚ್ ವಿಶಯಾತ್ ಮನ್ತಾ: “ಮಾಜಿ ಲೊಕಾ ನ್ಹಯ್ ಅಸಲ್ಲ್ಯಾ ಲೊಕಾಕ್ನಿ ಮಿಯಾ ಮಾಜಿ ಲೊಕಾ ಮನುನ್ ಬಲ್ವುತಾ. ಮಿಯಾ ಪ್ರೆಮ್ ಕರಿನಸಲ್ಲ್ಯಾ ದೆಸಾಕ್ ಮಿಯಾ ಮಾಜ್ಯಾ ಪ್ರೆಮಾಚೊ ಮನುನ್ ಬಲ್ವುತಾ.