Romans 9:27 — Compare Translations

7 translations compared side by side

Odia - 1840
"ଏବଂ ଇଶ୍ରାୟେଲ ବିଷୟ ରେ ୟିଶାଇୟ ଘାଷେଣା କରି କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିଶାଇୟ ଇସ୍ରାଏଲ ସମ୍ଵନ୍ଧରେ ଉଚ୍ଚ ସ୍ଵରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେନ୍ତ”
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଇଶ୍ରାୟେଲ ସମ୍ପର୍କରେ ଯିଶାଇୟ କହିଛନ୍ତି, “ଯଦିଓ ଇଶ୍ରାଏଲୀୟମାନେ ସମୁଦ୍ରର ବାଲୁକା ପରି ଅଗଣିତ, ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ମାତ୍ର ପରିତ୍ରାଣ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି: “ସମୁଦ୍ରର ବାଲିକଣିକା ପରି ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ। କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, "ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಇಸಾಯಿಯಾ ಇಸ್ರಾಯೆಲಾಚ್ಯಾ ವಿಶಯಾತ್ ಸೊಡ್ಸುನ್ ಸಾಂಗುನ್ಗೆತ್: “ಇಸ್ರಾಯೆಲಾಚಿ ಲೊಕಾ ಸಮುಂದರಾಚ್ಯಾ ದಂಡೆಕ್ ಹೊತ್ತ್ಯಾ ರೆತಿಚ್ಯಾ ದಾನಾಂಚ್ಯಾ ಎವ್ಡಿ ಲೈ ರ್‍ಹಾಲ್ಯಾರ್‍ಬಿ, ತ್ಯೆಂಚ್ಯಾತ್ಲೆ ಖಾಲಿ ಉಲ್ಲೆ ಜಾನಾ ಎವ್ಡೆಚ್ ಬಚಾವ್ ಹೊತ್ತ್ಯಾತ್;