Romans 9:29 — Compare Translations

7 translations compared side by side

Odia - 1840
"ୟିଶାଇୟ ଆହୁରି ମଧ୍ଯ କହିଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଯେପରି ଯିଶାଇୟ ଆହୁରି ମଧ୍ୟ କହିଥିଲେ, “ସର୍ବଶକ୍ତିମାନ ପ୍ରଭୁ ଆମର କେତେ ଜଣ ବଂଶଧରକୁ ରକ୍ଷା କରି ନ ଥିଲେ, ଆମ ଅବସ୍ଥା ସଦୋମ ଓ ଗମୋରାର ଲୋକମାନଙ୍କ ପରି ହୋଇଥାଆନ୍ତା।”
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ସର୍ବଶକ୍ତିମାନ। ସେ ତାହାଙ୍କ ଲୋକମାନଙ୍କ ଭିତରୁ କେତେକଙ୍କୁ ଆମ୍ଭ ପାଇଁ ବଞ୍ଚାଇ ରଖିଲେ। ସେ ଏପରି କରି ନ ଥିଲେ ଆମ୍ଭ ଅବସ୍ଥା ଏବେ ସଦୋମ ଓ ଗମୋରା ଭଳି ହୋଇ ଯାଇ ଥା’ନ୍ତା”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, "ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ ತೆ ಇಸಾಯಿಯಾ ಪ್ರವಾದ್ಯಾನ್ ಅದ್ದಿ ಸಾಂಗಲ್ಲೆ ಸರ್ವೆಸ್ವರಾನ್ ಸಗ್ಳ್ಯಾನ್ಕಿ ಮೊಟ್ಯಾ ದೆವಾನ್ ಅಮ್ಚೆ ಸಾಟ್ನಿ ಮನುನ್ ಉಲ್ಲ್ಯಾ ಅಮ್ಚ್ಯಾ ಘರಾನ್ಯಾಚ್ಯಾ ಲೊಕಾಕ್ನಿ ಹುರ್‍ವಿನಸಿ ಹೊತ್ತ್ಯಾನ್ ತರ್, ಅಮಿಬಿ ಸೊದೊಮ್ ಶಾರಾಚ್ಯಾ ಅನಿ ಗೊಮೊರಾ ಶಾರಾಚ್ಯಾ ಸರ್ಕೆ ಹೊವ್ನ್ ರ್‍ಹಾಯ್ ಹೊತ್ತಾಂವ್.