Romans 9:3 — Compare Translations
7 translations compared side by side
Odia - 1840
"ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଶାରୀରିକଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜಿ ಸ್ವತಾಚಿ ಲೊಕಾ, ಮಾಜೆಚ್ ಮಾಸ್ ಅನಿ ರಗಾತ್ ಹೊವ್ನ್ ಹಾತ್ ಹಿ ಲೊಕಾ! ತೆಂಚ್ಯಾಸಾಟ್ನಿ ಮಿಯಾ ಕ್ರಿಸ್ತಾಕ್ನಾ ಮಾಕಾ ಧುರ್ ಕರುನ್ ಘೆವ್ಕ್ ಅನಿ ದೆವಾಚೊ ಸರಾಪ್ ಮಾಜೆ ವರ್ತಿ ಘಾಲುನ್ ಘೆವ್ಕ್ ಸೈತ್ ತಯಾರ್ ಹಾಂವ್.