Romans 9:30 — Compare Translations
7 translations compared side by side
Odia - 1840
"ତା' ହେଲେ ଏସବୁର ଅର୍ଥ କ'ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ବରଙ୍କ ପାଇଁ ଧାର୍ମିକ ହବୋ ପାଇଁ ଯତ୍ନ ଶୀଳ ନୁହଁନ୍ତି। କିନ୍ତୁ ସମାନେେ ପରମେଶ୍ବରଙ୍କ ଦ୍ବାରା ନିଜ ବିଶ୍ବାସ ହତେୁ ଧାର୍ମିକ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ବିଜାତିମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ଵାସମୂଳକ ଧାର୍ମିକତା ଲାଭ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଅଣଇହୁଦୀମାନଙ୍କ ବିଷୟରେ ଏହା କହିପାରିବା, ସେମାନେ ଧାର୍ମିକ ହେବାକୁ ଚେଷ୍ଟା କରୁ ନ ଥିଲେ, କିନ୍ତୁ ସେମାନଙ୍କ ବିଶ୍ୱାସ ଯୋଗୁଁ ଧାର୍ମିକ ବିବେଚିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ, ଆମ୍ଭେମାନେ କ'ଣ କହିବା? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಅಮಿ ಮನ್ತಾಂವ್ ದೆವಾಚ್ಯಾ ವಾಂಗ್ಡಾ ಖರ್ಯ್ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಥವ್ನ್ ಘೆವ್ನ್ ಖಟ್ಪಟ್ ಕರಿನಸಾಲ್ಲ್ಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ವಿಶ್ವಾಸಾಚ್ಯಾ ವೈನಾ ಖರ್ಯ್ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಠರ್ವುನ್ ಹೊಲೆ.