Romans 9:31 — Compare Translations

7 translations compared side by side

Odia - 1840
"ଇଶ୍ରାୟେଲର ଲୋକେ ଧାର୍ମିକ ହବୋ ପାଇଁ ବ୍ଯବସ୍ଥା ପାଳନ କରି ମଧ୍ଯ କୃତକାର୍ୟ୍ଯ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଇହୁଦୀମାନେ ବ୍ୟବସ୍ଥା ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କରି ବିଫଳ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚಿ ಲೊಕಾ ಅಪ್ನಾಕ್ ಖರ್ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಕರುನ್ ಘೆವ್‍ಸಾಟ್ನಿ ಎಕ್ ಖಾಯ್ದೊ ಹುಡ್ಕುಕ್ ಲಾಗಲ್ಲಿ. ಖರೆ ತೆಂಕಾ ತೆ ಗಾವುಕ್‍ ನಾ.